ମଦର୍ସ ଡେ ପାଇଁ ସେଲଫି ପ୍ରତିଯୋଗିତାର ଶୁଭାରମ୍ଭ । ମେ ୬ ରୁ ୧୦ ତାରିଖ ପର୍ଯ୍ୟନ୍ତ ପଠାଇପାରିବେ ମା’ଙ୍କ ସହ ସେଲଫି…
ଭୁବନେଶ୍ୱର, ତା ୦୬/୦୫/୨୦୨୫ରିଖ ( ପ୍ରତ୍ୟୁଷା ବ୍ୟୁରୋ)
ଆସନ୍ତା ମେ ୧୧ ତାରିଖରେ ସାରା ବିଶ୍ଵରେ ମଦର୍ସ ଡେ2025 ପାଳିତ ହେବାକୁ ଯାଉଛି। ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ମେ ୬ ରୁ ୧୦ ପର୍ଯ୍ୟନ୍ତ ଏକ ସେଲଫି!-->!-->!-->…
Read More...
Read More...