ଭୁବନେଶ୍ୱର ର ଟ୍ରାଫିକ ସମସ୍ୟା ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦେଶ

0 164

ଭୁବନେଶ୍ବର,10/08/22 (ପ୍ରତ୍ୟୁଷା ବ୍ୟୁରୋ):

ଭୁବନେଶ୍ବର ର ଲୋକସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି. ଗାଡ଼ି ମୋଟର ସଂଖ୍ୟା ରେ ମଧ୍ୟ୍ୟ ବୃଦ୍ଧି ଘଟୁଛି . ଏହା ଦ୍ୱାରା Traffic ନିୟନ୍ତ୍ରଣ ଏକ ମୁଖ୍ୟ ସମସ୍ୟା ହୋଇଛି ।


ଭୁବନେଶ୍ୱର ଟ୍ରାଫିକ ବ୍ୟବସ୍ଥା ରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଙ୍କ ନିର୍ଦେଶ ରେ ରେ 5ଟ ସଚିବ ଶ୍ରୀ ଭିକେ ପାଣ୍ଡିଆନ ଆଜି ବଡି ଭୋର ରୁ ଶିଶୁ ଭବନ ଚ୍ଛକ , ରବି ଟକିଜ ଛକ କଳ୍ପନା ଚ୍ଛକ, ବେହେରା ସାହି ଛକ ।

ରସୁଲଗଡ ଚ୍ଛକ, ଓ଼ ଆଇଗିଣିଆ ଚ୍ଛକ ଆଦି ବୁଲି ଦେଖିବା ସହ ସ୍ଥିତି ଅନୁଧ୍ୟାନ କରିଥିଲେ ଓ ପ୍ରଶାସନ ଏବଂ ପୋଲିସ ର ବରିଷ୍ଠ ଅଧିକାରୀଙ୍କ ସହ ଟ୍ରାଫିକ ବ୍ୟବସ୍ଥା ରେ ଉନ୍ନତି ସମ୍ପର୍କରେ ଆଲୋଚନା କରିଥିଲେ ।

ଏହି ପରିଦର୍ଶନ ସମୟ ରେ ପୋଲିସ କମିଶନର ଶ୍ରୀ ଏସ ପ୍ରିୟଦର୍ଶୀ. ପୂର୍ତ ସଚିବ ଶ୍ରୀ ଭି ଭି ଯାଦବ, BMC କମିଶନର ଶ୍ରୀ କୁଳାଙ୍ଗେ ପ୍ରମୁଖ ଉପସ୍ଥିତ ଥିଲେ।

.

Leave A Reply

Your email address will not be published.