ଆଜି ବନ୍ୟାଞ୍ଚଳ ପରଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

0 131

ଭୁବନେଶ୍ବର,18/08/22 (ପ୍ରତ୍ୟୁଷା ବ୍ୟୁରୋ):22 ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଆଜି ଅପରାହ୍ନ ସାଢେ ତିନିଟା ରେ ଖୁରଧା, ପୁରୀ, କଟକ ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ଆକାଶ ମାର୍ଗରୁ ପରିଦର୍ଶନ କରିବେ ।ମୁଖ୍ୟମନ୍ତ୍ରୀ ଙ୍କ ସହିତ ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T ଶ୍ରୀ ଭି କେ ପାଣ୍ଡିଆନ ମଧ୍ୟ୍ୟ ବନ୍ୟାଞ୍ଚଳ ବୁଲି ଦେଖିବେ।

Leave A Reply

Your email address will not be published.