ଆଜି ସନ୍ଧ୍ୟାରେ ରବୀନ୍ଦ୍ର ମଣ୍ଡପ ଠାରେ ଅଷ୍ଟମ ବୃନ୍ଦାବନ ମହୋତ୍ସବ ଉଦଘାଟିତ ହୋଇଛି

0 135

ଭୁବନେଶ୍ବର, 8.03.23 (ପ୍ରତ୍ୟୁଷା ବ୍ୟୁରୋ):ଓଡ଼ିଶାର ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ପ୍ରଦୀପ ପ୍ରଜ୍ବଳନ ପୂର୍ବକ ଉତ୍ସବକୁ ଉଦଘାଟନ କରିଛନ୍ତି l ଅନ୍ୟ ଅତିଥିମାନଙ୍କ ମଧ୍ୟରେ ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଳ ଦେବ, ବୃନ୍ଦାବନ ଗୁରୁକୁଳ ପ୍ରତିଷ୍ଠାତା ସଭାପତି ପଦ୍ମଵିଭୂଷଣ ପଣ୍ଡିତ ହରିପ୍ରସାଦ ଚୌରାସିଆ ମଞ୍ଚାସୀନ ଥିଲେ l

Leave A Reply

Your email address will not be published.