ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ନବୀନ

0 183

ଭୁବନେଶ୍ୱର 30/5 ( ପ୍ରତ୍ୟୁଷା ନ୍ୟୁଜ )
ତିନିଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଥିବା ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି l ଆଗକୁ ରାଷ୍ଟ୍ରପତି ନିର୍ବାଚନ ଥିବାରୁ ଦୁଇ ନେତାଙ୍କ ଭେଟଘାଟକୁ ରାଜନୀତି ବିଶାରଦ ମାନେ ଗୁରୁତ୍ୱ ଦେଉଛନ୍ତି l

ତେବେ ମୁଖ୍ୟମନ୍ତ୍ରୀ ସାକ୍ଷାତ ସମୟରେ ରାଜ୍ୟ ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗ ଆଲୋଚନା କରିଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି l

Leave A Reply

Your email address will not be published.