ମାର୍ଚ୍ଚ ୨୧ରୁ ସକାଳୁଆ ସ୍କୁଲ ।

0 373

୨୦/୩/୨୫( ପ୍ରତ୍ୟୁଷା ବ୍ୟୁରୋ ) ଅପ୍ରେଲ ୨ ନୁହେଁ ଆସନ୍ତା କାଲି ମାର୍ଚ୍ଚ ୨୧ ତାରିଖ ଶୁକ୍ରବାର ଠାରୁ ସକାଳୁଆ ସ୍କୁଲ ହେବ। ସକାଳ ସାଢେ଼ ୬ ଟା ଠାରୁ ୧୦.୩୦ ପର୍ଯ୍ୟନ୍ତ ସ୍କୁଲ ସମୟ ରହିବ। ପ୍ରଥମ ଠାରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟ ସକାଳୁଆ ସ୍କୁଲ ହେବ ବୋଲି ରାଜ୍ୟ ସରକାର ଆଜି ସଂଧ୍ୟାରେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଜିଲ୍ଲାପାଳ ସ୍ତରରେ ଏହକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ସରକାର ନିର୍ଦେଶ ଦେଇଛନ୍ତି।

Leave A Reply

Your email address will not be published.