ଷ୍ଟେଟ ବ୍ୟାଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧. ୩୦ କୋଟିର ସହାୟତା

0 38

ଭୁବନେଶ୍ୱର,୦୭ /୯/୨୦୨୬( ପ୍ରତ୍ୟୁଷା ନ୍ୟୁଜ ):ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭାରତୀୟ ଷ୍ଟେଟ ବ୍ୟାଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ପାଇଁ ୧.୩୦ କୋଟି ଟଙ୍କାର ଚେକ୍ ପ୍ରଦାନ କରାଯାଉଛି। ଭାରତୀୟ ଷ୍ଟେଟ ବ୍ୟାଙ୍କର CGM ଶ୍ରୀ ରାକେଶ କୁମାର ଯାଦବ ଏହି ଚେକ୍ ପ୍ରଦାନ କରୁଛନ୍ତି ।

Leave A Reply

Your email address will not be published.