Browsing Tag

Breakingnews

ସମ୍ବର୍ଦ୍ଧିତ ହେଲେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ମେଧାବୀ ଛାତ୍ର ଛାତ୍ରୀ ।

ଭୁବନେଶ୍ଵର: ୧୮ ମଇ ୨୦୨୫ ( ପି ଏନ ଏସ୍ ) ଶିକ୍ଷା ବିକାଶ ସମିତି, ଓଡ଼ିଶାଙ୍କ ଅଧୀନରେ ପରିଚାଳିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରଗୁଡ଼ିକ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରିଛି । ପ୍ରବେଶ ସ୍ତରରେ ପ୍ରଥମ ୧୦ଟି ସ୍ଥାନରେ ଥ‌ିବା ମେଧାବୀ ଛାତ୍ରଛାତ୍ରୀମାନଙ୍କୁ
Read More...

ସି.ବି.ଏସ୍.ଇ. ଦଶମ ପରୀକ୍ଷା-୨୦୨୫ରେ ବକ୍ସି ଜଗବନ୍ଧୁ ଇଂରାଜୀ ମାଧ୍ୟମ ବିଦ୍ୟାଳୟର ଛାତ୍ର ସୋମେଶ ପ୍ରଧାନ ରାଜ୍ୟ ଟପ୍ପର…

ଭୁବନେଶ୍ୱର : ୧୪ ମଇ ୨୦୨୫ ( ପ୍ରତ୍ୟୁଷା ବ୍ୟୁରୋ )ଚଳିତ ବର୍ଷ ସି.ବି.ଏସ୍.ଇ. ଦଶମ ଏବଂ ଦ୍ଵାଦଶ ପରୀକ୍ଷା ଫଳ ପ୍ରକାଶ ପାଇଛି । ଭୁବନେଶ୍ଵରର ବକ୍ସି ଜଗବନ୍ଧୁ ଇଂରାଜୀ ମାଧ୍ୟମ ବିଦ୍ୟାଳୟର ଛାତ୍ର ସୋମେଶ ପ୍ରଧାନ ଦଶମ ପରୀକ୍ଷାରେ ୫୦୦ ରୁ ୪୯୮ (୯୯.୬ ପ୍ରତିଶତ) ନମ୍ବର ରଖ୍ ରାଜ୍ୟ ଟପ୍ପର
Read More...

ରାଜ୍ୟ ସ୍ତରୀୟ ମୁଖ୍ୟ ଉନ୍ନୟନ ଅଧିକାରୀ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସମ୍ମିଳନୀ ।

ଭୁବନେଶ୍ୱର ୧୫ ମଇ ୨୦୨୫ ( ପ୍ରତ୍ୟୁଷା ନିୟୁଜ) : ଆମର ବ୍ଲକଗୁଡ଼ିକ ହେଉଛି, ଆମ ପ୍ରଶାସନିକ ସଫଳତାର ଦର୍ପଣ। ଯଦି ବ୍ଲକଗୁଡ଼ିକ ଦକ୍ଷତାର ସହ କାମ କରିବେ, ଏବଂ ଲୋକମାନେ ସବୁ ଯୋଜନାର ସୁଫଳ ପାଇବେ, ତେବେ ଏହା ସରକାରଙ୍କ ଦକ୍ଷତାର ପ୍ରମାଣ ହେବ। ସମାଜର ଶେଷ ଧାଡ଼ିରେ ଥିବା ଲୋକଟିଏ
Read More...

ରାଜ୍ୟରେ ଉଚ୍ଚଶିକ୍ଷା କ୍ଷେତ୍ରରେ SEBC ବର୍ଗର ଛାତ୍ରଛାତ୍ରୀମାନଙ୍କ ପାଇଁ ଆରକ୍ଷଣ ବ୍ୟବସ୍ଥା ଲାଗୁ କରିବା ନିମନ୍ତେ…

ଭୁବନେଶ୍ୱର ୧୪ ମେ' ୨୦୨୫, ପ୍ରତ୍ୟୁଷା ବ୍ୟୁରୋ 1. ରାଜ୍ୟରେ ଉଚ୍ଚଶିକ୍ଷା କ୍ଷେତ୍ରରେ SEBC ବର୍ଗର ଛାତ୍ରଛାତ୍ରୀମାନଙ୍କ ପାଇଁ ଆରକ୍ଷଣ ବ୍ୟବସ୍ଥା ଲାଗୁ କରିବା ନିମନ୍ତେ ଆଜି କ୍ୟାବିନେଟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଅନୁମୋଦିତ ହୋଇଛି। 2. ଏହି ଆରକ୍ଷଣ ନୀତି ଅନୁସାରେ
Read More...

କଳିଙ୍ଗ ଷ୍ଟାଡିଅମ ଠାରେ ମୁଖ୍ୟମନ୍ତ୍ରୀ କଲେ ତ୍ରିରଙ୍ଗା ବାଇକ୍ ଯାତ୍ରାର ଉଦ୍ଘାଟନ ।

ଭୁବନେଶ୍ୱର ୧୪ ମଇ ୨୦୨୫ ଆତଙ୍କବାଦ ବିରୋଧୀ ଅଭିଯାନ, ଅପରେସନ୍‍ ସିନ୍ଦୁର’ର ସଫଳତା ପରେ ଆଜି ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିଅମ ଠାରେ ଏକ ତ୍ରିରଙ୍ଗା ବାଇକ୍ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହି ବାଇକ୍
Read More...

ଦିଘାଠାରେ ନିର୍ମିତ ଶ୍ରୀଜଗନ୍ନାଥଙ୍କ ମନ୍ଦିର ବାବଦରେ ତଦନ୍ତ ରିପୋର୍ଟ ପ୍ରଦାନ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

ଭୁବନେଶ୍ୱର ୦୫/୦୫/୨୦୨୫, ପ୍ରତ୍ୟୁଷା ବ୍ୟୁରୋ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ଏବଂ ଶ୍ରୀଜଗନ୍ନାଥଙ୍କ ସଂସ୍କୃତିକୁ ନେଇ ଗତ କିଛିଦିନ ଧରି ଗଣମାଧ୍ୟମରେ ପ୍ରଚାରିତ ହେଉଥିବା ପ୍ରସସଙ୍ଗରେ ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ରାଜ୍ୟ ସରକାରଙ୍କୁ ଅନ୍ତରୀଣ ତଦନ୍ତ
Read More...