ରାଜ୍ୟ ସ୍ତରୀୟ ମୁଖ୍ୟ ଉନ୍ନୟନ ଅଧିକାରୀ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସମ୍ମିଳନୀ ।
ଭୁବନେଶ୍ୱର ୧୫ ମଇ ୨୦୨୫ ( ପ୍ରତ୍ୟୁଷା ନିୟୁଜ) :
ଆମର ବ୍ଲକଗୁଡ଼ିକ ହେଉଛି, ଆମ ପ୍ରଶାସନିକ ସଫଳତାର ଦର୍ପଣ। ଯଦି ବ୍ଲକଗୁଡ଼ିକ ଦକ୍ଷତାର ସହ କାମ କରିବେ, ଏବଂ ଲୋକମାନେ ସବୁ ଯୋଜନାର ସୁଫଳ ପାଇବେ, ତେବେ ଏହା ସରକାରଙ୍କ ଦକ୍ଷତାର ପ୍ରମାଣ ହେବ। ସମାଜର ଶେଷ ଧାଡ଼ିରେ ଥିବା ଲୋକଟିଏ!-->!-->!-->…
Read More...
Read More...