କଳିଙ୍ଗ ଷ୍ଟାଡିଅମ ଠାରେ ମୁଖ୍ୟମନ୍ତ୍ରୀ କଲେ ତ୍ରିରଙ୍ଗା ବାଇକ୍ ଯାତ୍ରାର ଉଦ୍ଘାଟନ ।
ଭୁବନେଶ୍ୱର ୧୪ ମଇ ୨୦୨୫ ଆତଙ୍କବାଦ ବିରୋଧୀ ଅଭିଯାନ, ଅପରେସନ୍ ସିନ୍ଦୁର’ର ସଫଳତା ପରେ ଆଜି ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିଅମ ଠାରେ ଏକ ତ୍ରିରଙ୍ଗା ବାଇକ୍ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହି ବାଇକ୍!-->…
Read More...
Read More...