Browsing Tag

Today's news

୧୧ରେ ୧୦୦ କ୍ୟୁବ ଷ୍ଟାର୍ଟ – ଅପ ଅଭିଯାନ ହେବ ଆରମ୍ଭ ।

ଭୁବନେଶ୍ୱର ୦୫/୦୨( ପ୍ରତ୍ୟୁଷା ବ୍ୟୁରୋ ) ଆଇଆଇଟି ଭୁବନେଶ୍ବରର ଗବେଷଣା ଓ ଉଦ୍ୟମିତା ବିକାଶ ପାର୍କ ଆସନ୍ତା ଫେବ୍ରୁଆରି ୧୧ ତାରିଖରେ ୧୦୦ କ୍ୟୁବ୍ ଷ୍ଟାର୍ଟ-ଅପ୍ ଅଭିଯାନ ଆରମ୍ଭ କରିବାକୁ ଯାଉଛି। ୨୦୩୬ ମସିହାରେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଶତବାର୍ଷିକୀ ସୁଦ୍ଧା ୧୦୦ କୋଟି ଟଙ୍କାର
Read More...

ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ ଉଦ୍‌ଘାଟିତ ।

ଭୁବନେଶ୍ବର, 3.2.୨୪ ( ପ୍ରତ୍ୟୁଷା ବ୍ୟୁରୋ) : ଆଜି ଆରମ୍ଭ ହେଲା ଓଡିଆ ଭାଷାର ମହାକୁମ୍ଭ । ଓଡିଆ ଭାଷାର ମହୋତ୍ସବ। ଓଡିଆ ଭାଷାର ଉଲ୍ଲାସର ପର୍ବ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବର ଜନତା ମଇଦାନଠାରେ ଏକ ବର୍ଣ୍ଣାଢ୍ୟ ପରିବେଶରେ ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ
Read More...

୩ ରୁ ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ।

ଭୁବନେଶ୍ଵର,୩୧/୦୧( ପ୍ରତ୍ୟୁଷା ବ୍ୟୁରୋ): ଓଡିଆ ଭାଷା ସାହିତ୍ୟ ସଂସ୍କୃତିକୁ ବଳିଷ୍ଠ କରିବା ସହ ରାଜ୍ୟ ସରକାର ଆସନ୍ତା ଫେବୃଆରୀ ୩ ତାରିଖରୁ ତିନି ଦିନ ପର୍ଯ୍ୟନ୍ତ ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀରେ ଆୟୋଜନ କରିଛନ୍ତି l ଏହି ଅବସରରେ ସଂସ୍କୃତିକୁ ମନ୍ତ୍ରୀ, ବିଭାଗୀୟ ସଚିବ
Read More...

ଫେବୃଆରୀ ୩ରୁ ଏକାମ୍ର ଉତ୍ସବ ଭାଷା, ସଂସ୍କୃତି ସମ୍ମିଳନୀ ସହ ଉତ୍ସବର ମଜା ନେବେ ରାଜଧାନୀବାସୀ ।

ଭୁବନେଶ୍ୱର,୩୧|୧ : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)  ପକ୍ଷରୁ ଫେବୃଆରୀ ୩ରୁ ଫେବୃଆରୀ ୯ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଛି ଏକାମ୍ର ଉତ୍ସବ l ଓଡିଶା ପରି ଏକ ଭାଷାଭିତ୍ତିକ ରାଜ୍ୟକୁ ବିଶ୍ଵ ଦରବାରରେ ପହଞ୍ଚାଇବା ଲକ୍ଷ୍ୟରେ ରାଜ୍ଯ ସରକାର ପ୍ରଥମଥର ପାଇଁ ଶୁଭାରମ୍ଭ କରିବାକୁ
Read More...

ନରସିଂହପୁର ମିନି ମାରାଥନକୁ ପ୍ରବଳ ଜନ ସମର୍ଥନ ।

ନରସିଂହପୁର , ୨୭୵୦୧୵୨୪ (ପ୍ରତ୍ୟୁଷା ବ୍ୟୁରୋ) : ନରସିଂହପୁର ର ଅଗ୍ରଣୀ ସାମାଜିକ ସଙ୍ଗଠନ ସାର୍ପ ପକ୍ଷରୁ ୧୬ତମ ମିନି ମାରାଥନ ଅନୁଷ୍ଠିତ ହୋଇଯାଇଛି। ଏହି ମାରାଥନ୍ ରେ ଓଡ଼ିଶାର ବିଭିନ୍ନ ଅଞ୍ଚଳର ୫୦୦ ରୁ ଅଧିକ ଯୁବକ ଯୁବତୀ ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମର ପୁରସ୍କାର ବିତରଣ
Read More...