ପଣ୍ଡିଆନଙ୍କୁ ସମାଲୋଚନା ନ କରିବାକୁ ପରାମର୍ଶ ଦେଲେ ନବୀନ ।
ଭୁବନେଶ୍ୱର, ୧୦ ଏପ୍ରିଲ ୨୦୨୫( ପ୍ରତ୍ୟୁଷା ବ୍ୟୁରୋ ):ବିଜୁ ଜନତା ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ଗଣମାଧ୍ୟମକୁ କହିଛନ୍ତି ଯେ ସେ ସ୍ପଷ୍ଟ କରିଦେବାକୁ ଚାହାଁନ୍ତି ଯେ "ଶ୍ରୀ କାର୍ତ୍ତିକେୟ ପାଣ୍ଡିଆନ ଅତୀତରେ ରାଜ୍ୟ ଓ ଦଳ ପାଇଁ ବହୁତ ଭଲ କାମ କରିଛନ୍ତି। ସେ ଗତ ଦଶ!-->…
Read More...
Read More...