ନିରାପଦ ଟ୍ରେନ ପରିଚାଳନାରେ ଉଲ୍ଲେଖନୀୟ ସତର୍କତା ପାଇଁ ଟେକ୍ନିସିଆନଙ୍କୁ ପୂର୍ବତଟ ରେଳପଥର ସମ୍ମାନ ।
ଭୁବନେଶ୍ୱର, ୨୭ ଜୁଲାଇ, ୨୦୨୬ ( ପ୍ରତ୍ୟୁଷା ବ୍ୟୁରୋ ):ସୁରକ୍ଷିତ ରେଳ ଚଳାଚଳ ସୁନିଶ୍ଚିତ କରିବା ଦିଗରେ ଉଲ୍ଲେଖନୀୟ ସତର୍କତା ଏବଂ ବୃତ୍ତିଗତ ପ୍ରତିବଦ୍ଧତା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ରାୟଗଡ଼ା ରେଳମଣ୍ଡଳ ଅନ୍ତର୍ଗତ ଟେକ୍ନିସିଆନ୍ ଗ୍ରେଡ୍-୧ (କ୍ୟାରେଜ୍ ଆଣ୍ଡ ୱାଗନ୍) ଶ୍ରୀ କେ.!-->…
Read More...
Read More...