Browsing Tag

Todays Current news

ବିଧାନ ସଭାରେ ନୂତନ ବାଚସ୍ପତି ଶ୍ରୀମତୀ ସୁରମା ପାଢୀଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଭିନନ୍ଦନ ଓ…

୨୦ ଜୁନ୍ ୨୦୨୪, ଭୁବନେଶ୍ବର, ( ପ୍ରତ୍ୟୁଷା ବ୍ୟୁରୋ ): ମାନ୍ୟବର ବାଚସ୍ପତି ମହୋଦୟା, ଆପଣ ଚଳିତ ସପ୍ତଦଶ ବିଧାନସଭାର ବାଚସ୍ପତି ଭାବେ ସର୍ବସମ୍ମତି କ୍ରମେ ମନୋନୀତ ହୋଇଥିବାରୁ ମୁଁ ଆପଣଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି । ଆପଣ ଆଜି ଏହି ଦାୟିତ୍ଵ ଗ୍ରହଣ କରିବା ପରେ ମୁଁ ନିଶ୍ଚିତ…
Read More...

ବିଏସକେୱାଇ କାର୍ଡ ବନ୍ଦ ନାଁରେ ସ୍ୱାସ୍ଥ୍ୟ ସେବାରେ ଅବହେଳା ଏକ ସାମାଜିକ ଓ ବୈଧାନିକ ଅପରାଧ : ମନମୋହନ ସାମଲ

ଭୁବନେଶ୍ବର, 5.06.24 ( ପ୍ରତ୍ୟୁଷା ବ୍ୟୁରୋ):ସାଧାରଣ ନିର୍ବାଚନ - ୨୦୨୪ ପାଇଁ ଗତ କାଲି ଫଳାଫଳ ପ୍ରକାଶ ପାଇବା ପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ (ବିଏସକେୱାଇ)କୁ ନେଇ ଅନେକ ଅଭିଯୋଗ ସାମ୍ନାକୁ ଆସୁଛି । ରାଜ୍ୟର କିଛି ଘରୋଇ ହସପିଟାଲଗୁଡିକ ବିଏସକେୱାଇ କାର୍ଡ ବନ୍ଦ ହୋଇଗଲା କହି…
Read More...

ନିଟ୍ ୟୁଜି ୨୦୨୪ରେ ବାଲେଶ୍ୱରରୁ ଆକାଶ ଏଜୁକେଶ୍ନାଲ ସର୍ଭିସେସ୍ ଲିମିଟେଡର ୫ ଛାତ୍ରଛାତ୍ରୀଙ୍କ ଉଲ୍ଲେଖନୀୟ ସଫଳତା

ବାଲେଶ୍ଵର, 5.06.24 ( ପ୍ରତ୍ୟୁଷା ବ୍ୟୁରୋ) :ପରୀକ୍ଷା ପ୍ରସ୍ତୁତି ସେବା କ୍ଷେତ୍ରରେ ଦେଶରେ ଅଗ୍ରଣୀ, ଆକାଶ ଏଜୁକେଶ୍ନାଲ ସର୍ଭିସେସ ଲିମିଟେଡ (ଏଇଏସଏଲ୍) ବାଲେଶ୍ୱରରୁ ଏହାର ୫ ଜଣ ଛାତ୍ରଛାତ୍ରୀଙ୍କ ଚମତ୍କାର ସଫଳତା ସମ୍ପର୍କରେ ଗର୍ବର ସହ ଘୋଷଣା କରିଛି, ଯେଉଁମାନେ ସମ୍ମାନଜନକ ନିଟ୍…
Read More...

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ। ଚମକାଇଲେ ଝିଅ

ଭୁବନେଶ୍ବର, 26.06.24 ( ପ୍ରତ୍ୟୁଷା ବ୍ୟୁରୋ):ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇଛି ରେଜଲ୍ଟ । ଚଳିତ ବର୍ଷ ପାସ୍‌ ହାର ୯୬.୦୭ ପ୍ରତିଶତ ରହିଛି । ତେବେ ପୁଅଙ୍କ ଅପେକ୍ଷା ଚଳିତ ବର୍ଷ ଝିଅଙ୍କ ପାସ୍‌ ହାର ଅଧିକ ରହିଛି ବୋଲି…
Read More...

ଆମ୍ରି ଏବେ ମଣିପାଲ୍ ହସ୍ପିଟାଲ୍ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏକ ବଳିଷ୍ଠ ପରିଚୟ ।

ଭୁବନେଶ୍ୱର, ୨୨ ମଇ ୨୦୨୪ ( ପ୍ରତ୍ୟୁଷା ବ୍ୟୁରୋ ) : ଭାରତର ଦ୍ଵିତୀୟ ବୃହତ୍ତମ ଡାକ୍ତରଖାନା ଶୃଙ୍ଖଳା ମଣିପାଲ ହସ୍ପିଟାଲ୍ ୨୦୨୩ ସେପ୍ଟେମ୍ବରରେ ଅଧିଗ୍ରହଣ କରିଥିବା ଭୁବନେଶ୍ବରର ୪୦୦ ଶଯ୍ୟା ବିଶିଷ୍ଟ ଆଗ୍ରୀ ହସ୍ପିଟାଲ୍ କୁ ସଫଳତାର ସହ ନିଜ ବ୍ରାଣ୍ଡରେ ଏକକୀକରଣ କରିଛି । ମେ ୨୨ ତାରିଖରୁ…
Read More...

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ।

ଭୁବନେଶ୍ୱର,୨୦/୦୫/୨୦୨୪ ( ପ୍ରତ୍ୟୁଷା ବ୍ୟୁରୋ ): ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ର ପଞ୍ଚମ ପର୍ଯ୍ୟାୟ ତଥା ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ, ଆସ୍କା ସଂସଦୀୟ କ୍ଷେତ୍ର ତଥା ଉକ୍ତ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ୩୫ ବିଧାନସଭା କ୍ଷେତ୍ରରେ ଆଜି…
Read More...

ସଂକଳ୍ପପତ୍ର”ର ସମସ୍ତ ପ୍ରତିଶ୍ରୁତିକୁ ପୂରଣ କରିବ ବିଜେପି : ଅପରାଜିତା ଷଡଙ୍ଗୀ ।

ଭୁବନେଶ୍ୱର, ତା.୦୯/୦୫ ( ପ୍ରତ୍ୟୁଷା ବ୍ୟୁରୋ ): ଓଡିଶା ହେଉଛି ଅନନ୍ତ ସମ୍ଭାବନାର ପ୍ରଦେଶ । ପ୍ରାକୃତିକ ଓ ମାନବ ସମ୍ପଦରେ ଭରପୁର ଓଡ଼ିଶା । ଓଡ଼ିଶାରେ ଦୀର୍ଘ ୨୫ବର୍ଷ ବିଜେଡି ସରକାରରେ ରହିଛି । ମୁଣ୍ଡ ପିଛା ଆୟରେ ଓଡ଼ିଶା ୨୫ନମ୍ବରରେ ଅଛି । ଅନ୍ତର୍ଜାତୀୟ ଶ୍ରମ ସଂସ୍ଥା ୨୦୨୪ ରିପୋର୍ଟ…
Read More...