Browsing Tag

Todays odisha news

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ। ଚମକାଇଲେ ଝିଅ

ଭୁବନେଶ୍ବର, 26.06.24 ( ପ୍ରତ୍ୟୁଷା ବ୍ୟୁରୋ):ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇଛି ରେଜଲ୍ଟ । ଚଳିତ ବର୍ଷ ପାସ୍‌ ହାର ୯୬.୦୭ ପ୍ରତିଶତ ରହିଛି । ତେବେ ପୁଅଙ୍କ ଅପେକ୍ଷା ଚଳିତ ବର୍ଷ ଝିଅଙ୍କ ପାସ୍‌ ହାର ଅଧିକ ରହିଛି ବୋଲି…
Read More...

ଆମ୍ରି ଏବେ ମଣିପାଲ୍ ହସ୍ପିଟାଲ୍ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏକ ବଳିଷ୍ଠ ପରିଚୟ ।

ଭୁବନେଶ୍ୱର, ୨୨ ମଇ ୨୦୨୪ ( ପ୍ରତ୍ୟୁଷା ବ୍ୟୁରୋ ) : ଭାରତର ଦ୍ଵିତୀୟ ବୃହତ୍ତମ ଡାକ୍ତରଖାନା ଶୃଙ୍ଖଳା ମଣିପାଲ ହସ୍ପିଟାଲ୍ ୨୦୨୩ ସେପ୍ଟେମ୍ବରରେ ଅଧିଗ୍ରହଣ କରିଥିବା ଭୁବନେଶ୍ବରର ୪୦୦ ଶଯ୍ୟା ବିଶିଷ୍ଟ ଆଗ୍ରୀ ହସ୍ପିଟାଲ୍ କୁ ସଫଳତାର ସହ ନିଜ ବ୍ରାଣ୍ଡରେ ଏକକୀକରଣ କରିଛି । ମେ ୨୨ ତାରିଖରୁ…
Read More...

ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ।

ଭୁବନେଶ୍ୱର,୨୦/୦୫/୨୦୨୪ ( ପ୍ରତ୍ୟୁଷା ବ୍ୟୁରୋ ): ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ର ପଞ୍ଚମ ପର୍ଯ୍ୟାୟ ତଥା ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ, ଆସ୍କା ସଂସଦୀୟ କ୍ଷେତ୍ର ତଥା ଉକ୍ତ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ୩୫ ବିଧାନସଭା କ୍ଷେତ୍ରରେ ଆଜି…
Read More...

ସଂକଳ୍ପପତ୍ର”ର ସମସ୍ତ ପ୍ରତିଶ୍ରୁତିକୁ ପୂରଣ କରିବ ବିଜେପି : ଅପରାଜିତା ଷଡଙ୍ଗୀ ।

ଭୁବନେଶ୍ୱର, ତା.୦୯/୦୫ ( ପ୍ରତ୍ୟୁଷା ବ୍ୟୁରୋ ): ଓଡିଶା ହେଉଛି ଅନନ୍ତ ସମ୍ଭାବନାର ପ୍ରଦେଶ । ପ୍ରାକୃତିକ ଓ ମାନବ ସମ୍ପଦରେ ଭରପୁର ଓଡ଼ିଶା । ଓଡ଼ିଶାରେ ଦୀର୍ଘ ୨୫ବର୍ଷ ବିଜେଡି ସରକାରରେ ରହିଛି । ମୁଣ୍ଡ ପିଛା ଆୟରେ ଓଡ଼ିଶା ୨୫ନମ୍ବରରେ ଅଛି । ଅନ୍ତର୍ଜାତୀୟ ଶ୍ରମ ସଂସ୍ଥା ୨୦୨୪ ରିପୋର୍ଟ…
Read More...

ଯୁବ କ୍ରୀଡ଼ାବିତ୍‌ଙ୍କୁ ପ୍ରୋତ୍ସାହିତ କରିବା ପାଇଁ ଡାବର ଗ୍ଲୁକୋଜ ପକ୍ଷରୁ ଏନର୍ଜାଇଜ୍ ଇଣ୍ଡିଆ କ୍ୟାମ୍ପେନ୍‌ର…

ଭୁବନେଶ୍ୱର , 09/05/24 ( ପ୍ରତ୍ୟୁଷା ) : ଡାବର କମ୍ପାନୀର ଅଗ୍ରଣୀ ଇନ୍‌ଷ୍ଟାଂଟ୍ ଏନର୍ଜି ଡ୍ରିଙ୍କ୍ ଡାବର ଗ୍ଲୁକୋଜ ପକ୍ଷରୁ ଦେଶର ଯୁବ କ୍ରୀଡା ପ୍ରତିଭାମାନଙ୍କୁ ପ୍ରୋତ୍ସାହିତ କରିବା ଏବଂ ଦେଶରେ ପ୍ରମୁଖ କ୍ରୀଡା ଅନୁଷ୍ଠାନଗୁଡିକରେ ଯୁବ କ୍ରୀଡାବିତ୍‌ମାନଙ୍କ ମଧ୍ୟରେ ଶକ୍ତି ଓ…
Read More...

ନବୀନ ଶାସନରେ ଓଡ଼ିଶା “ଭ୍ରଷ୍ଟାଚାରୀ”ଙ୍କ ପେଣ୍ଠସ୍ଥଳ ହୋଇଛି : ସଜ୍ଜନ ଶର୍ମା ।

ଭୁବନେଶ୍ୱର, ତା.୦୭/୦୫ ( ପ୍ରତ୍ୟୁଷା ବ୍ୟୁରୋ ) : ନିର୍ବାଚନ ମାହୋଲ ଏବେ ଗରମା ଗରମ ହେବା ଆରମ୍ଭ କରିଛି । ସାଧାରଣତଃ ନିର୍ବାଚନ ସମୟରେ ଯେଉଁ ରାଜନୈତିକ ଦଳ ସରକାରରେ ଥାଏ ସେ ବିଗତ ୫ବର୍ଷରେ କ’ଣ କରିଛି ତାହା ଉପସ୍ଥାପିତ କରେ । ଲୋକଙ୍କ ପ୍ରତିଶ୍ରୁତି କେତେ ପାଳନ ହୋଇଛି ତାହାର ହିସାବ…
Read More...

ନିର୍ବାଚନ ପ୍ରଚାର ପାଇଁ ଆସନ୍ତା କାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ।

ଭୁବନେଶ୍ବର, 4.05.24 (ପ୍ରତ୍ୟୁଷା ବ୍ୟୁରୋ ):ଭୁବନେଶ୍ୱରରେ ଆସନ୍ତା କାଲି ବିଜେପି ସଂକଳ୍ପ ପତ୍ରକୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କରିବେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ.ପି.ନଡ୍ଡା  ଆସନ୍ତା କାଲି ରାତି ୯ ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଂଚିବେ ପ୍ରଧାନମନ୍ତ୍ରୀ ଶ୍ରୀ…
Read More...

ସ୍ୱାଧୀନ ସାମ୍ବାଦିକତା ଆଣେ ନିରପେକ୍ଷତା ।

ଭୁବନେଶ୍ଵର ,୦୩ ମଇ ୨୦୨୪( ପ୍ରତ୍ୟୁଷା ବ୍ୟୁରୋ ) :ଉତ୍କଳ ସାମ୍ୱାଦିକ ସଂଘ ସହ ବନ୍ଧିତ ଭୁବନେଶ୍ଵର ସାମ୍ୱାଦିକ ସଂଘ ପକ୍ଷରୁ ଏହାର ବାର୍ଷିକ ଉତ୍ସବ ପାଳିତ ଅବସରରେ ବିଶ୍ଵ ଗଣମାଧ୍ୟମ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି l ଏହି ଅବସରରେ ମଞ୍ଚ ମଣ୍ଡନ କରିଥିଲେ ଉତ୍କଳ ସାମ୍ୱାଦିକ ସଂଘର…
Read More...

ଶାଶ୍ଵତ ଫିଲ୍ମ ପ୍ରଡକ୍ସନ ପ୍ରଥମ ଅବଦାନ ” ଚୁଇଙ୍ଗମ୍ ” ର ଶୁଭ ମହୁରତ ।

ଭୁବନେଶ୍ଵର ୦୨ ମଇ ୨୦୨୪ ( ପ୍ରତ୍ୟୁଷା ବ୍ୟୁରୋ ): ଶାଶ୍ଵତ ଫିଲ୍ମ ପ୍ରଡକ୍ସନର ପ୍ରଥମ ଅବଦାନ ଚୁଇଙ୍ଗମ୍ ଫିଲ୍ମର ଶୁଭ ମହୁରତ୍‌ ଟିଏସ୍‌ ଗୁରୁକୁଳ ସାଇ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଛି । ଡ. ସାରଦା ପ୍ରସାଦ ମିଶ୍ର ଏବଂ ଶ୍ରୀଲେଖା ମିଶ୍ରଙ୍କ ପ୍ରଯୋଜନାରେ ଏହି ଚଳଚିତ୍ରଟି ହେବାକୁ…
Read More...

ଏକ୍ସ ଆଇ ଏମ୍ ବି ର ୧୦ମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ।

ଭୁବନେଶ୍ବର, 20.04.24 ( ପ୍ରତ୍ୟୁଷା ବ୍ୟୁରୋ): ଜଟଣୀ ନୂଆ କ୍ୟାମ୍ପସରେ ଏକ୍ସ ଆଇ ଏମ ବି ବିଶ୍ୱବିଦ୍ୟାଳୟ ର ୧୦ମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇ ଯାଇଅଛି l ଟାଟା କେମିକାଲସ୍ ଲିଃ ର ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଆର ମୁକୁନ୍ଦନ୍…
Read More...