ଓଡ଼ିଶା ସୁଭଦ୍ରା ରଥର ଶୁଭ ଉଦଘାଟନ ।
ଭୁବନେଶ୍ୱର ୭ସେପ୍ଟେମ୍ବର ୨୦୨୪ ( ପ୍ରତ୍ୟୁଷା ବ୍ୟୁରୋ ) : ଆଗାମୀ ୧୭ ତାରିଖରେ ଆରମ୍ଭ ହେବାକୁ ଯାଉଛି ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନା। ମହିଳା ସଶକ୍ତିକରଣ କ୍ଷେତ୍ରରେ ଏହା ଏକ ବିରାଟ ପରିବର୍ତ୍ତନ ଆଣିବ। ଏହି ଯୋଜନା ସମ୍ପର୍କରେ ରାଜ୍ୟବ୍ୟାପୀ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ଆଜି!-->…
Read More...
Read More...