Browsing Tag

Current Breakingnews

ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ଲୋଗୋର ଟ୍ୟାଗ୍‌ଲାଇନ୍ – ‘ଭାଷା ହିଁ…

ଭୁବନେଶ୍ବର, 11.01.2024 ( ପ୍ରତ୍ୟୁଷା ବ୍ୟୁରୋ) :ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ କରିଛନ୍ତି । ଏହାର ଟ୍ୟାଗଲାଇନ ରହିଛି ‘ଭାଷା ହିଁ ଭବିଷ୍ୟତ’। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା
Read More...

ପି ସି ସି ସଭାପତି ଶରତ ପଟ୍ଟନାୟକଙ୍କ ପିତୃ ବିୟୋଗ ।

ଭୁବନେଶ୍ଵର ୧୧/୦୧( ପ୍ରତ୍ୟୁଷା ବ୍ୟୁରୋ):ରାଜ୍ୟ ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ପିତା ବିଶିଷ୍ଟ ଶିକ୍ଷାବିତ୍ ଯୁଗଳ କିଶୋର ପଟ୍ଟନାୟକଙ୍କ ପରଲୋକ ୯୮ ବର୍ଷ ବୟସରେ ହୋଇଯାଇଛି l ସ୍ବର୍ଗତ ପଟ୍ଟନାୟକଙ୍କ ପରଲୋକ ଗମନ ଖବର ପାଇବା ମାତ୍ରେ ରାଜ୍ୟରେ ଶୋକର ଛାୟା ଖେଳି ଯାଇଛି l
Read More...

ଆଦିତ୍ୟ ବିର୍ଲା ହେଲ୍‌ଥ ଇନ୍ସୁରାନ୍ସ ପକ୍ଷରୁ ‘ଆକ୍ଟିଭ୍ ୱାନ୍’ ଉନ୍ମୋଚିତ ।

ଭୁବନେଶ୍ବର: ୧୧/୦୧ ( ପ୍ରତ୍ୟୁଷା ବ୍ୟୁରୋ ):ଆଦିତ୍ୟ ବିର୍ଲା କ୍ୟାପିଟାଲ୍‌ର ଏକ ଅଂଶ ଆଦିତ୍ୟ ବିର୍ଲା ହେଲ୍‌ଥ ଇନ୍ସୁରାନ୍‌ ପକ୍ଷରୁ ଏକ ସରଳ ଏବଂ ବ୍ୟାପକ ସ୍ଵାସ୍ଥ୍ୟ ବୀମା ଯୋଜନାର ଶୁଭାରମ୍ଭ କରାଯାଇଛି l ଯାହା ପଲିସିଧାରକଙ୍କ ସ୍ବାସ୍ଥ୍ୟ ବୀମା ଆବଶ୍ୟକତା ସହିତ ସେମାନଙ୍କୁ ସୁସ୍ଥକର
Read More...

୧୨ରୁ ତିନି ଦିନ କୃଷି ଓଡିଶା ୨୦୨୪ ।

ଭୁବନେଶ୍ବର, ୮/୦୧ (ପ୍ରତ୍ୟୁଷା ବ୍ୟୁରୋ): ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆସନ୍ତା ଜାନୁଆରୀ ୧୨ ରୁ ୧୪ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ଵର ଜନତା ମଇଦାନଠାରେ ‘ କୃଷି ଓଡ଼ିଶା - ୨୦୨୪’ ଆୟୋଜିତ ହେବ। ଚଳିତ ବର୍ଷ କୃଷି ଓଡ଼ିଶାର ବିଷୟବସ୍ତୁ ରହିଛି ‘ କୃଷି
Read More...

ନବନିଯୁକ୍ତ ଓଡ଼ିଶା ପ୍ରଭାରୀଙ୍କୁ ପିସିସି ପକ୍ଷରୁ ଭବ୍ୟ ସମ୍ଭର୍ଦ୍ଧନା ।

ଭୁବନେଶ୍ୱର 6.01.24 ( ପ୍ରତ୍ୟୁଷା ବ୍ୟୁରୋ ) :ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସର ନବନିଯୁକ୍ତ ପ୍ରଭାରୀ, ପୂର୍ବତନ ସାଂସଦ ତଥା ଝାଡଖଣ୍ଡର ପୂର୍ବତନ ପିସିସି ସଭାପତି ଡ. ଅଜୟ କୁମାରଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ ପକ୍ଷରୁ ବିମାନବନ୍ଦର ଠାରେ ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ
Read More...

ନୂଆଗାଁ ରୋଡ୍ – ଦଶପଲ୍ଲା ରେଳସେକ୍ସନକୁ ଉଦ୍ ଘାଟନ କରିବା ସହ ଦଶପଲ୍ଲାକୁ ଟ୍ରେନ୍ ଚଳାଚଳର ଶୁଭାରମ୍ଭ କଲେ…

ଭୁବନେଶ୍ବର. 7.01.24 ( ପ୍ରତ୍ୟୁଷା ବ୍ୟୁରୋ ):ଦଶପଲ୍ଲା ରେଳ ଷ୍ଟେସନରେ ପ୍ରାୟ ୮ ହଜାର ଲୋକଙ୍କ ସମାଗମରେ ଆୟୋଜିତ କାର୍ଯ୍ୟକ୍ରମରେ ରେଳ, ଯୋଗାଯୋଗ ଓ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ନବନିର୍ମିତ ନୂଆଗାଁ ରୋଡ୍ - ଦଶପଲ୍ଲା ରେଳ ସେକ୍ସନ, ଦଶପଲ୍ଲା
Read More...

‘ଟ୍ରାନ୍ସଫରମେଟିଭ ଓଡ଼ିଶା ‘୨୦୨୪’ ଶୀର୍ଷକରେ ଇଣ୍ଟରଭ୍ୟୁ ଟାଇମ୍ସ ପକ୍ଷରୁ ଆଲୋଚନା ।

ଭୁବନେଶ୍ବର, ୩୧ା୧୨ ( ପ୍ରତ୍ୟୁଷା ବ୍ୟୁରୋ ):ରାଜ୍ୟର ଅଗ୍ରଣୀ ମାସିକ ପତ୍ରିକା ଓ ୱେବ୍‌ପୋର୍ଟାଲ ‘ଇଣ୍ଟରଭ୍ୟୁ ଟାଇମ୍ସ’ ପକ୍ଷରୁ ‘ଟ୍ରାନ୍ସଫରମେଟିଭ ଓଡ଼ିଶା ‘୨୦୨୪’ ଶୀର୍ଷକରେ ରବିବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ପତ୍ରିକାର ପ୍ରତିଷ୍ଠାତା ତଥା ମୁଖ୍ୟ
Read More...