Browsing Tag

Odisha current news today

ସ୍ୱାଧୀନ ସାମ୍ବାଦିକତା ଆଣେ ନିରପେକ୍ଷତା ।

ଭୁବନେଶ୍ଵର ,୦୩ ମଇ ୨୦୨୪( ପ୍ରତ୍ୟୁଷା ବ୍ୟୁରୋ ) :ଉତ୍କଳ ସାମ୍ୱାଦିକ ସଂଘ ସହ ବନ୍ଧିତ ଭୁବନେଶ୍ଵର ସାମ୍ୱାଦିକ ସଂଘ ପକ୍ଷରୁ ଏହାର ବାର୍ଷିକ ଉତ୍ସବ ପାଳିତ ଅବସରରେ ବିଶ୍ଵ ଗଣମାଧ୍ୟମ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି l ଏହି ଅବସରରେ ମଞ୍ଚ ମଣ୍ଡନ କରିଥିଲେ ଉତ୍କଳ ସାମ୍ୱାଦିକ ସଂଘର
Read More...

ଶାଶ୍ଵତ ଫିଲ୍ମ ପ୍ରଡକ୍ସନ ପ୍ରଥମ ଅବଦାନ ” ଚୁଇଙ୍ଗମ୍ ” ର ଶୁଭ ମହୁରତ ।

ଭୁବନେଶ୍ଵର ୦୨ ମଇ ୨୦୨୪ ( ପ୍ରତ୍ୟୁଷା ବ୍ୟୁରୋ ): ଶାଶ୍ଵତ ଫିଲ୍ମ ପ୍ରଡକ୍ସନର ପ୍ରଥମ ଅବଦାନ ଚୁଇଙ୍ଗମ୍ ଫିଲ୍ମର ଶୁଭ ମହୁରତ୍‌ ଟିଏସ୍‌ ଗୁରୁକୁଳ ସାଇ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଛି । ଡ. ସାରଦା ପ୍ରସାଦ ମିଶ୍ର ଏବଂ ଶ୍ରୀଲେଖା ମିଶ୍ରଙ୍କ ପ୍ରଯୋଜନାରେ ଏହି ଚଳଚିତ୍ରଟି ହେବାକୁ
Read More...

ସ୍ନାୟୁ ରୋଗ ସଚେତନତାକୁ ବ୍ୟାପକ କଲା କେୟାର ହସ୍ପିଟାଲ ।

ଭୁବନେଶ୍ୱର,୨୬।୪,( ପ୍ରତ୍ୟୁଷା ବ୍ୟୁରୋ ): କେୟାର ହସ୍ପିଟାଲ ପକ୍ଷରୁ ସ୍ନାୟୁରୋଗ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଏକ କର୍ମଶାଳାର ଆୟୋଜନ କରାଯାଇଥିଲା। ଏଥିରେ ବିଭିନ୍ନ ପ୍ରକାର ସ୍ନାୟୁରୋଗରେ ଅକ୍ରାନ୍ତ ହୋଇ କେୟାର ହସ୍ପିଟାଲରେ ସଫଳତାର ସହିତ ଚିକିତ୍ସା ହୋଇଥିବା ରୋଗୀ ଓ
Read More...

ଏକ୍ସ ଆଇ ଏମ୍ ବି ର ୧୦ମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ।

ଭୁବନେଶ୍ବର, 20.04.24 ( ପ୍ରତ୍ୟୁଷା ବ୍ୟୁରୋ): ଜଟଣୀ ନୂଆ କ୍ୟାମ୍ପସରେ ଏକ୍ସ ଆଇ ଏମ ବି ବିଶ୍ୱବିଦ୍ୟାଳୟ ର ୧୦ମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇ ଯାଇଅଛି l ଟାଟା କେମିକାଲସ୍ ଲିଃ ର ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଆର ମୁକୁନ୍ଦନ୍
Read More...

ନିର୍ବାଚନ ଶେଷ ପର୍ଯ୍ୟନ୍ତ ଦେଶରେ ସଦଭାବନା ବାଜୟ ରହୁ: କ୍ରାନ୍ତି ଇଂଡିଆ

ଭୁବନେଶ୍ଵର: ୧୬ ଏପ୍ରିଲ ୨୦୨୪ ( ପ୍ରତ୍ୟୁଷା ବ୍ୟୁରୋ ) ଦେଶରେ ସାଧାରଣ ନିର୍ବାଚନ ହେବାକୁ ଯାଉଛି l ଏହି ସମୟର୍ ଦେଶ ପାଇଁ ଶାନ୍ତି ସଦଭାବନା ଜରୁରୀ ଅଟେ l ଏଣୁ ଏହାକୁ ଦୃଷ୍ଟିରେ ରଖି ଦେଶର ରାଷ୍ଟ୍ରପତିଙ୍କ ଠାରୁ ଆରମ୍ଭ କରି ଉଚ୍ଚ ପ୍ରଶାସିକ ବ୍ୟବସ୍ଥା ପର୍ଯ୍ୟନ୍ତ ସତର୍କ ରହିବାକୁ
Read More...

କଂଗ୍ରେସରୁ ସୁର ରାଉତରାୟ ବହିଷ୍କୃତ ।

ଭୁବନେଶ୍ଵର: ୧୫ ଅପ୍ରେଲ ୨୦୨୪ ( ପ୍ରତ୍ୟୁଷା ବ୍ୟୁରୋ ): ଜଟଣୀର ଆସିନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ସୁରେଶ କୁମାର ରାଉତରାୟ ଦଳରୁ ୬ ବର୍ଷ ପାଇଁ ବହିଷ୍କୃତ ହୋଇଛନ୍ତି l ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଏ ଆଇ ସି ସି ସଭାପତି ବିଦା କରିଛନ୍ତି l ଉଲ୍ଲେଖ ଯୋଗ୍ୟ ଯେ ସୁରଙ୍କ
Read More...

୧୭ ରୁ ୧୦ ଦିନ ଝାରପଡ଼ା ଗାଁ ଶ୍ରୀରାମ ଲୀଳା ।

ଭୁବନେଶ୍ୱର ୧୩ ଅପ୍ରେଲ ( ପ୍ରତ୍ୟୁଷା ବ୍ୟୁରୋ ) : ଓଁ ଶ୍ରୀ ଶ୍ରୀ ସ୍ୱପନେଶ୍ୱର ଦେବ ଶ୍ରୀ ରାମଲୀଳା ପ୍ରଚାର ସମିତି ଝାରପଡା ଗାଁରେ ୧୦ ଦିନ ପର୍ଯ୍ୟନ୍ତ ରାମ ଲୀଳା ହେବ l ଆଜକୁ ୩୭ ବର୍ଷ ଧରି ପ୍ରତି ବର୍ଷ ରାମ ଲୀଳା ହେଉଛି l ଏହି ସାଂସ୍କୃତିକ ଅନୁଷ୍ଠାନ ଭାଇଚାରା ମାଧ୍ୟମରେ ଏହି ଉତ୍ସବ
Read More...