Browsing Tag

2024

ନିଟ୍ ୟୁଜି ୨୦୨୪ରେ ବାଲେଶ୍ୱରରୁ ଆକାଶ ଏଜୁକେଶ୍ନାଲ ସର୍ଭିସେସ୍ ଲିମିଟେଡର ୫ ଛାତ୍ରଛାତ୍ରୀଙ୍କ ଉଲ୍ଲେଖନୀୟ ସଫଳତା

ବାଲେଶ୍ଵର, 5.06.24 ( ପ୍ରତ୍ୟୁଷା ବ୍ୟୁରୋ) :ପରୀକ୍ଷା ପ୍ରସ୍ତୁତି ସେବା କ୍ଷେତ୍ରରେ ଦେଶରେ ଅଗ୍ରଣୀ, ଆକାଶ ଏଜୁକେଶ୍ନାଲ ସର୍ଭିସେସ ଲିମିଟେଡ (ଏଇଏସଏଲ୍) ବାଲେଶ୍ୱରରୁ ଏହାର ୫ ଜଣ ଛାତ୍ରଛାତ୍ରୀଙ୍କ ଚମତ୍କାର ସଫଳତା ସମ୍ପର୍କରେ ଗର୍ବର ସହ ଘୋଷଣା କରିଛି, ଯେଉଁମାନେ ସମ୍ମାନଜନକ ନିଟ୍…
Read More...

ନିର୍ବାଚନ ପ୍ରଚାର ପାଇଁ ଆସନ୍ତା କାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ।

ଭୁବନେଶ୍ବର, 4.05.24 (ପ୍ରତ୍ୟୁଷା ବ୍ୟୁରୋ ):ଭୁବନେଶ୍ୱରରେ ଆସନ୍ତା କାଲି ବିଜେପି ସଂକଳ୍ପ ପତ୍ରକୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କରିବେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ.ପି.ନଡ୍ଡା  ଆସନ୍ତା କାଲି ରାତି ୯ ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଂଚିବେ ପ୍ରଧାନମନ୍ତ୍ରୀ ଶ୍ରୀ…
Read More...

ଶାଶ୍ଵତ ଫିଲ୍ମ ପ୍ରଡକ୍ସନ ପ୍ରଥମ ଅବଦାନ ” ଚୁଇଙ୍ଗମ୍ ” ର ଶୁଭ ମହୁରତ ।

ଭୁବନେଶ୍ଵର ୦୨ ମଇ ୨୦୨୪ ( ପ୍ରତ୍ୟୁଷା ବ୍ୟୁରୋ ): ଶାଶ୍ଵତ ଫିଲ୍ମ ପ୍ରଡକ୍ସନର ପ୍ରଥମ ଅବଦାନ ଚୁଇଙ୍ଗମ୍ ଫିଲ୍ମର ଶୁଭ ମହୁରତ୍‌ ଟିଏସ୍‌ ଗୁରୁକୁଳ ସାଇ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଛି । ଡ. ସାରଦା ପ୍ରସାଦ ମିଶ୍ର ଏବଂ ଶ୍ରୀଲେଖା ମିଶ୍ରଙ୍କ ପ୍ରଯୋଜନାରେ ଏହି ଚଳଚିତ୍ରଟି ହେବାକୁ…
Read More...

ସ୍ନାୟୁ ରୋଗ ସଚେତନତାକୁ ବ୍ୟାପକ କଲା କେୟାର ହସ୍ପିଟାଲ ।

ଭୁବନେଶ୍ୱର,୨୬।୪,( ପ୍ରତ୍ୟୁଷା ବ୍ୟୁରୋ ): କେୟାର ହସ୍ପିଟାଲ ପକ୍ଷରୁ ସ୍ନାୟୁରୋଗ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଏକ କର୍ମଶାଳାର ଆୟୋଜନ କରାଯାଇଥିଲା। ଏଥିରେ ବିଭିନ୍ନ ପ୍ରକାର ସ୍ନାୟୁରୋଗରେ ଅକ୍ରାନ୍ତ ହୋଇ କେୟାର ହସ୍ପିଟାଲରେ ସଫଳତାର ସହିତ ଚିକିତ୍ସା ହୋଇଥିବା ରୋଗୀ ଓ…
Read More...

ଅପ୍ରେଲ ୨୫ରୁ ଗ୍ରୀଷ୍ମ ଛୁଟି ଘୋଷଣା ।

ଭୁବନେଶ୍ଵର ୨୧ ଅପ୍ରେଲ ୨୦୨୪ ( ପ୍ରତ୍ୟୁଷା ବ୍ୟୁରୋ ) ସମ୍ଭାବ୍ୟ ଗ୍ରୀଷ୍ମପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ରଖୁ ରାଜ୍ୟ ସରକାର ଚଳିତ ଅପ୍ରେଲ ୨୨ (ସୋମବାର)ରୁ ୨୪ ତାରିଖ (ବୁଧବାର) ପର୍ଯ୍ୟନ୍ତ ତିନିଦିନ ପାଇଁ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ…
Read More...

ରୁନୟ ପକ୍ଷରୁ ଝାରସୁଗୁଡ଼ାରେ ଅତ୍ୟାଧୁନିକ କ୍ୟାଲସିୟମ ଆଲୁମିନିୟମ ପ୍ଲାଣ୍ଟ ଉଦଘାଟିତ ।

ଭୁବନେଶ୍ୱର, ୧୬ ଏପ୍ରିଲ, ୨୦୨୪: ( ପ୍ରତ୍ୟୁଷା ବ୍ୟୁରୋ ) : ଆଜି ଝାରସୁଗୁଡାରେ ଏହାର ଅତ୍ୟାଧୁନିକ କ୍ୟାଲସିୟମ୍ ଆଲୁମିନିଟ୍ ପାଂଟର ଉଦଘାଟନ ଘୋଷଣା କରିଛି । ଶିତାଂଚଳରେ ପରିବେଶ ନେତୃତ୍ବ ତଥା ବୈଷୟିକ ପ୍ରଗତି ଦିଗରେ ରୁନାୟାର ଯାତ୍ରାରେ ଏହି ଉନ୍ମୋଚନ ଏକ ପ୍ରମୁଖ ମୁହୂର୍ତ ଅଟେ । ଏହାର…
Read More...

ନିର୍ବାଚନ ଶେଷ ପର୍ଯ୍ୟନ୍ତ ଦେଶରେ ସଦଭାବନା ବାଜୟ ରହୁ: କ୍ରାନ୍ତି ଇଂଡିଆ

ଭୁବନେଶ୍ଵର: ୧୬ ଏପ୍ରିଲ ୨୦୨୪ ( ପ୍ରତ୍ୟୁଷା ବ୍ୟୁରୋ ) ଦେଶରେ ସାଧାରଣ ନିର୍ବାଚନ ହେବାକୁ ଯାଉଛି l ଏହି ସମୟର୍ ଦେଶ ପାଇଁ ଶାନ୍ତି ସଦଭାବନା ଜରୁରୀ ଅଟେ l ଏଣୁ ଏହାକୁ ଦୃଷ୍ଟିରେ ରଖି ଦେଶର ରାଷ୍ଟ୍ରପତିଙ୍କ ଠାରୁ ଆରମ୍ଭ କରି ଉଚ୍ଚ ପ୍ରଶାସିକ ବ୍ୟବସ୍ଥା ପର୍ଯ୍ୟନ୍ତ ସତର୍କ ରହିବାକୁ…
Read More...