Browsing Tag

Current news

ଓଡ଼ିଶା ଟ୍ରାଭେଲ ବାଜାର ୨୦୨୪ରେ ପ୍ରଦର୍ଶନୀ ଓ ବି୨ବି କାର୍ଯ୍ୟକ୍ରମ ଆରମ୍ଭ କୋଣାର୍କ ।

କୋଣାର୍କ, 07/02/24 ( Pratyusha Bureau): ଓଡ଼ିଶା ପର୍ଯ୍ୟଟନ ବିଭାଗ ଓ ଫିକି ପକ୍ଷରୁ ଆୟୋଜିତ ୫ମ ଓଡ଼ିଶା ଟ୍ରାଭେଲ ବାଜାର ୨୦୨୪ ଅବସରରେ ଓଡ଼ିଶା ପର୍ଯ୍ୟଟନ ବିକାଶ ନିଗମ (ଓଟିଡିସି)ର ଅଧ୍ୟକ୍ଷ ଡା. ଲେନିନ ମହାନ୍ତି ଓ ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ଆଇଏଏସ ଶ୍ର୍ରୀ ସଚିନ ରାମଚନ୍ଦ୍ର…
Read More...

୧୧ରେ ୧୦୦ କ୍ୟୁବ ଷ୍ଟାର୍ଟ – ଅପ ଅଭିଯାନ ହେବ ଆରମ୍ଭ ।

ଭୁବନେଶ୍ୱର ୦୫/୦୨( ପ୍ରତ୍ୟୁଷା ବ୍ୟୁରୋ ) ଆଇଆଇଟି ଭୁବନେଶ୍ବରର ଗବେଷଣା ଓ ଉଦ୍ୟମିତା ବିକାଶ ପାର୍କ ଆସନ୍ତା ଫେବ୍ରୁଆରି ୧୧ ତାରିଖରେ ୧୦୦ କ୍ୟୁବ୍ ଷ୍ଟାର୍ଟ-ଅପ୍ ଅଭିଯାନ ଆରମ୍ଭ କରିବାକୁ ଯାଉଛି। ୨୦୩୬ ମସିହାରେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଶତବାର୍ଷିକୀ ସୁଦ୍ଧା ୧୦୦ କୋଟି ଟଙ୍କାର…
Read More...

ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ ଉଦ୍‌ଘାଟିତ ।

ଭୁବନେଶ୍ବର, 3.2.୨୪ ( ପ୍ରତ୍ୟୁଷା ବ୍ୟୁରୋ) : ଆଜି ଆରମ୍ଭ ହେଲା ଓଡିଆ ଭାଷାର ମହାକୁମ୍ଭ । ଓଡିଆ ଭାଷାର ମହୋତ୍ସବ। ଓଡିଆ ଭାଷାର ଉଲ୍ଲାସର ପର୍ବ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବର ଜନତା ମଇଦାନଠାରେ ଏକ ବର୍ଣ୍ଣାଢ୍ୟ ପରିବେଶରେ ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ…
Read More...

୩ ରୁ ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ।

ଭୁବନେଶ୍ଵର,୩୧/୦୧( ପ୍ରତ୍ୟୁଷା ବ୍ୟୁରୋ): ଓଡିଆ ଭାଷା ସାହିତ୍ୟ ସଂସ୍କୃତିକୁ ବଳିଷ୍ଠ କରିବା ସହ ରାଜ୍ୟ ସରକାର ଆସନ୍ତା ଫେବୃଆରୀ ୩ ତାରିଖରୁ ତିନି ଦିନ ପର୍ଯ୍ୟନ୍ତ ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀରେ ଆୟୋଜନ କରିଛନ୍ତି l ଏହି ଅବସରରେ ସଂସ୍କୃତିକୁ ମନ୍ତ୍ରୀ, ବିଭାଗୀୟ ସଚିବ…
Read More...

ଫେବୃଆରୀ ୩ରୁ ଏକାମ୍ର ଉତ୍ସବ ଭାଷା, ସଂସ୍କୃତି ସମ୍ମିଳନୀ ସହ ଉତ୍ସବର ମଜା ନେବେ ରାଜଧାନୀବାସୀ ।

ଭୁବନେଶ୍ୱର,୩୧|୧ : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)  ପକ୍ଷରୁ ଫେବୃଆରୀ ୩ରୁ ଫେବୃଆରୀ ୯ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଛି ଏକାମ୍ର ଉତ୍ସବ l ଓଡିଶା ପରି ଏକ ଭାଷାଭିତ୍ତିକ ରାଜ୍ୟକୁ ବିଶ୍ଵ ଦରବାରରେ ପହଞ୍ଚାଇବା ଲକ୍ଷ୍ୟରେ ରାଜ୍ଯ ସରକାର ପ୍ରଥମଥର ପାଇଁ ଶୁଭାରମ୍ଭ କରିବାକୁ…
Read More...

ମହିଳା ଏବଂ ଟ୍ରାନ୍ସଜେଣ୍ଡରଙ୍କ ପାଇଁ ମାଗଣା ବସ ସେବା ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ଭଙ୍ଗୁଭୁ…

ଭୁବନେଶ୍ବର, ଓଡ଼ିଶା (୩୦ ଜାନୁଆରୀ ୨୦୨୪): ( ପ୍ରତ୍ୟୁଷା ବ୍ୟୁରୋ) ଓଡିଶାର ପ୍ରାୟ ୭୦ରୁ ଅଧିକ ମହିଳା ଏବଂ ଟ୍ରାନ୍ସଜେଣ୍ଡର ଭୁବନେଶ୍ବରରେ ଏକ ‘ବସ ଯାତ୍ରା’ କରି ସରକାରୀ ପରିବହନ ବସରେ ମହିଳା ଏବଂ ଟ୍ରାନ୍ସଜେଣ୍ଡର ବ୍ୟକ୍ତିଙ୍କ ପାଇଁ ମାଗଣା ଯାତ୍ରା ପାଇଁ ଦାବି ଉପସ୍ଥାପନ କରିଛନ୍ତି ।…
Read More...