Browsing Tag

Todaysnews

ନବୀନ ଶାସନରେ ଓଡ଼ିଶା “ଭ୍ରଷ୍ଟାଚାରୀ”ଙ୍କ ପେଣ୍ଠସ୍ଥଳ ହୋଇଛି : ସଜ୍ଜନ ଶର୍ମା ।

ଭୁବନେଶ୍ୱର, ତା.୦୭/୦୫ ( ପ୍ରତ୍ୟୁଷା ବ୍ୟୁରୋ ) : ନିର୍ବାଚନ ମାହୋଲ ଏବେ ଗରମା ଗରମ ହେବା ଆରମ୍ଭ କରିଛି । ସାଧାରଣତଃ ନିର୍ବାଚନ ସମୟରେ ଯେଉଁ ରାଜନୈତିକ ଦଳ ସରକାରରେ ଥାଏ ସେ ବିଗତ ୫ବର୍ଷରେ କ’ଣ କରିଛି ତାହା ଉପସ୍ଥାପିତ କରେ । ଲୋକଙ୍କ ପ୍ରତିଶ୍ରୁତି କେତେ ପାଳନ ହୋଇଛି ତାହାର ହିସାବ…
Read More...

ନିର୍ବାଚନ ପ୍ରଚାର ପାଇଁ ଆସନ୍ତା କାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ।

ଭୁବନେଶ୍ବର, 4.05.24 (ପ୍ରତ୍ୟୁଷା ବ୍ୟୁରୋ ):ଭୁବନେଶ୍ୱରରେ ଆସନ୍ତା କାଲି ବିଜେପି ସଂକଳ୍ପ ପତ୍ରକୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କରିବେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ.ପି.ନଡ୍ଡା  ଆସନ୍ତା କାଲି ରାତି ୯ ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଂଚିବେ ପ୍ରଧାନମନ୍ତ୍ରୀ ଶ୍ରୀ…
Read More...

ସ୍ୱାଧୀନ ସାମ୍ବାଦିକତା ଆଣେ ନିରପେକ୍ଷତା ।

ଭୁବନେଶ୍ଵର ,୦୩ ମଇ ୨୦୨୪( ପ୍ରତ୍ୟୁଷା ବ୍ୟୁରୋ ) :ଉତ୍କଳ ସାମ୍ୱାଦିକ ସଂଘ ସହ ବନ୍ଧିତ ଭୁବନେଶ୍ଵର ସାମ୍ୱାଦିକ ସଂଘ ପକ୍ଷରୁ ଏହାର ବାର୍ଷିକ ଉତ୍ସବ ପାଳିତ ଅବସରରେ ବିଶ୍ଵ ଗଣମାଧ୍ୟମ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି l ଏହି ଅବସରରେ ମଞ୍ଚ ମଣ୍ଡନ କରିଥିଲେ ଉତ୍କଳ ସାମ୍ୱାଦିକ ସଂଘର…
Read More...

ଶାଶ୍ଵତ ଫିଲ୍ମ ପ୍ରଡକ୍ସନ ପ୍ରଥମ ଅବଦାନ ” ଚୁଇଙ୍ଗମ୍ ” ର ଶୁଭ ମହୁରତ ।

ଭୁବନେଶ୍ଵର ୦୨ ମଇ ୨୦୨୪ ( ପ୍ରତ୍ୟୁଷା ବ୍ୟୁରୋ ): ଶାଶ୍ଵତ ଫିଲ୍ମ ପ୍ରଡକ୍ସନର ପ୍ରଥମ ଅବଦାନ ଚୁଇଙ୍ଗମ୍ ଫିଲ୍ମର ଶୁଭ ମହୁରତ୍‌ ଟିଏସ୍‌ ଗୁରୁକୁଳ ସାଇ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଛି । ଡ. ସାରଦା ପ୍ରସାଦ ମିଶ୍ର ଏବଂ ଶ୍ରୀଲେଖା ମିଶ୍ରଙ୍କ ପ୍ରଯୋଜନାରେ ଏହି ଚଳଚିତ୍ରଟି ହେବାକୁ…
Read More...

ଏକ୍ସ ଆଇ ଏମ୍ ବି ର ୧୦ମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ।

ଭୁବନେଶ୍ବର, 20.04.24 ( ପ୍ରତ୍ୟୁଷା ବ୍ୟୁରୋ): ଜଟଣୀ ନୂଆ କ୍ୟାମ୍ପସରେ ଏକ୍ସ ଆଇ ଏମ ବି ବିଶ୍ୱବିଦ୍ୟାଳୟ ର ୧୦ମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇ ଯାଇଅଛି l ଟାଟା କେମିକାଲସ୍ ଲିଃ ର ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଆର ମୁକୁନ୍ଦନ୍…
Read More...

୧୭ ରୁ ୧୦ ଦିନ ଝାରପଡ଼ା ଗାଁ ଶ୍ରୀରାମ ଲୀଳା ।

ଭୁବନେଶ୍ୱର ୧୩ ଅପ୍ରେଲ ( ପ୍ରତ୍ୟୁଷା ବ୍ୟୁରୋ ) : ଓଁ ଶ୍ରୀ ଶ୍ରୀ ସ୍ୱପନେଶ୍ୱର ଦେବ ଶ୍ରୀ ରାମଲୀଳା ପ୍ରଚାର ସମିତି ଝାରପଡା ଗାଁରେ ୧୦ ଦିନ ପର୍ଯ୍ୟନ୍ତ ରାମ ଲୀଳା ହେବ l ଆଜକୁ ୩୭ ବର୍ଷ ଧରି ପ୍ରତି ବର୍ଷ ରାମ ଲୀଳା ହେଉଛି l ଏହି ସାଂସ୍କୃତିକ ଅନୁଷ୍ଠାନ ଭାଇଚାରା ମାଧ୍ୟମରେ ଏହି ଉତ୍ସବ…
Read More...

ତୃଷାର୍ତ୍ତ ଙ୍କ ଶୋଷ ମେଣ୍ଟାଉଛି ପି ପି ଏଲ୍ ।

ଭୁବନେଶ୍ଵର ୦୨ ଅପ୍ରେଲ ୨୦୨୪ ( ପ୍ରତ୍ୟୁଷା ବ୍ୟୁରୋ ) : ଗ୍ରୀଷ୍ମ ପ୍ରବାହର ବେଗ ବୃଦ୍ଧି ପାଇଛି l ଏହାକୁ ଦୃଷ୍ଟିରେ ରଖି ପାରାଦୀପ ଫସପେଟ ଲିମିଟେଡ ପକ୍ଷରୁ ଅପ୍ରେଲ ୦୨ ତାରିଖଠାରୁ ଏହାର କାର୍ଯ୍ୟାଳୟ ସାମ୍ନା ରେ ପଥଚାରୀଙ୍କ ତୃଷା ମେଣ୍ଟାଇବା ପାଇଁ ଜଳ ସେବା କେନ୍ଦ୍ର ଆରମ୍ଭ କରାଯାଇଛି l…
Read More...

ବିଶିଷ୍ଟ ଶିଳ୍ପପତି ପୀୟୂଷ ମହାନ୍ତି ବିଜେପିରେ ଯୋଗଦେଲେ ।

ଭୁବନେଶ୍ବର. 27.03.24 ( ପ୍ରତ୍ୟୁଷା ବ୍ୟୁରୋ ): ଓଡ଼ିଶାର ବିଶିଷ୍ଟ ଶିଳ୍ପପତି ପୀୟୂଷ ମହାନ୍ତି ବିଜେପିରେ ସାମିଲ ହୋଇଛନ୍ତି । ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଶ୍ରୀ ମହାନ୍ତି ନିଜ ଶତାଧିକ ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ଆସି ବିଜେପିରେ ସାମିଲ…
Read More...